Ezekiel 6:5 — Compare Translations

5 translations compared side by side

Odia - 1840
"ଆଉ ଆମ୍ଭେ ଇଶ୍ରାୟେଲ ସନ୍ତାନଗଣର ଶବ ସମାନଙ୍କେ ପ୍ରତିମାଗଣର ସମ୍ମୁଖ ରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ୟଜ୍ଞବଦେୀଗୁଡ଼ିକରେ ଚାରିଆଡ଼େ ବିଞ୍ଚିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଯଜ୍ଞବେଦିଗୁଡ଼ିକରେ ଗ୍ଭରିଆଡ଼େ ବିଞ୍ଚିଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।