Ezekiel 6:8 — Compare Translations

5 translations compared side by side

Odia - 1840
"କିନ୍ତୁ ଆମ୍ଭେ କିଛି ଲୋକଙ୍କୁ ଜୀବିତ ରଖିବା। ସମାନେେ ଖଡ୍ଗରୁ ଖସିୟାଇ ଯେତବେେଳେ ନାନା ଦେଶ ରେ ଛିନ୍ନଭିନ୍ନ ହାଇେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ଼୍‍ଗରୁ ରକ୍ଷା ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଆମ୍ଭେ କିଛି ଲୋକଙ୍କୁ ଜୀବିତ ରଖିବା। ସେମାନେ ‌‌ଖ‌ଡ଼୍‌ଗରୁ ଖସିଯାଇ ଯେତେବେଳେ ନାନା ଦେଶରେ ଛିନ୍ନଭିନ୍ନ ହୋଇ ରହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।