Ezekiel 7:10 — Compare Translations

5 translations compared side by side

Odia - 1840
" ଦେଖ, ସହେିଦିନ ଆସୁଅଛି। ତୁମ୍ଭର ଶଷେ ବିଚାରାଜ୍ଞା ନିର୍ଗତ ହେଲା, ୟଷ୍ଟି ଅଙ୍କୁରିତ ଓ ପୁଷ୍ପିତ ହେଉଅଛି। ଅହଙ୍କାର ଅଙ୍କୁରିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ସେହି ଦିନ ଆସୁଅଛି। ତୁମ୍ଭର ଶେଷ ବିଗ୍ଭରାଜ୍ଞା ନିର୍ଗତ ହେଲା, ଯଷ୍ଟି ଅଙ୍କୁରିତ ଓ ପୁଷ୍ପିତ ହେଉଅଛି। ଅହଙ୍କାର ଅଙ୍କୁରିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।