Ezekiel 7:11 — Compare Translations

5 translations compared side by side

Odia - 1840
"ଜଣେ ଉଗ୍ର ବ୍ଯକ୍ତି ଏକ ଦୁଷ୍ଟ ଆଶାବାଡ଼ି ରେ ପରିଣତ ହାଇେଅଛି, ସେ ସମାନଙ୍କେ ମଧ୍ଯରୁ ଜଣେ ନୁହେଁ, ସମାନଙ୍କେର ଜନଗହଳି ମଧ୍ଯରୁ ଜଣେ ନୁହେଁ, ସମାନଙ୍କେର ବଂଶଧରମାନଙ୍କ ମଧ୍ଯରୁ ଜଣେ ନୁହେଁ, ସମାନଙ୍କେର ନେତାମାନଙ୍କ ମଧ୍ଯରୁ ଜଣେ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକାରଣ୍ୟ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଉଗ୍ର ବ୍ୟକ୍ତି ଏକ ଦୁଷ୍ଟ ଆଶାବାଡ଼ିରେ ପରିଣତ ହୋଇଅଛି, ସେ ସେମାନଙ୍କ ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ଜନଗହଳି ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ବଂଶଧରମାନଙ୍କ ମଧ୍ୟରୁ ଜଣେ ନୁହେଁ, ସେମାନଙ୍କର ନେତାମାନଙ୍କ ମଧ୍ୟରୁ ଜଣେ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।