Ezekiel 7:12 — Compare Translations

5 translations compared side by side

Odia - 1840
"ସମୟ ଆସିଅଛି, ସହେିଦିନ ନିକଟବର୍ତ୍ତୀ ହେଉଅଛି। କ୍ ରତାେ ଆନନ୍ଦ ନ କରୁ ଓ ବିକ୍ ରତାେ ଶାେକ ନ କରୁ। କାରଣ ଭୟଙ୍କର ଦଣ୍ଡ ଜନଗହଳି ମଧିଅରେ ଥିବା ପ୍ରେତ୍ୟକକଙ୍କ ଉପ ରେ ଆସିୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେସ୍ଥାନର ସମସ୍ତ ଲୋକାରଣ୍ୟ ଉପରେ କୋପ ଉପସ୍ଥିତ ।
Odia Bible ERV 2004 (ପବିତ୍ର ବାଇବଲ)
“ସମୟ ଆସିଅଛି, ସେହି ଦିନ ନିକଟବର୍ତ୍ତୀ ହେଉଅଛି। କର୍ତ୍ତା ଆନନ୍ଦ ନ କରୁ ଓ ବିକ୍ରେତା ଶୋକ ନ କରୁ। କାରଣ ଭୟଙ୍କର ଦଣ୍ଡ ଜନଗହଳି ମଧ୍ୟରେ ଥିବା ପ୍ରତ୍ୟେକଙ୍କ ଉପରେ ଆସିଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।