Ezekiel 7:13 — Compare Translations
5 translations compared side by side
Odia - 1840
"ବିକ୍ ରତାେ ବିକ୍ରଯ କରିଥିବା ସମ୍ପତ୍ତିରୁ, ସେ ବଞ୍ଚିଥିବା ପର୍ୟ୍ଯନ୍ତ ସମାନଙ୍କେଠାରୁ ଫରେିପାଇବ ନାହିଁ। କାରଣ ଏହି ଦର୍ଶନ ସମସ୍ତ ଲୋକାରଣ୍ଯ ପାଇଁ ଉଦ୍ଦିଷ୍ଟ। ଏହା ବଦଳା ୟାଇପାରିବ ନାହିଁ। ସମାନଙ୍କେର ପାପ ସକାେଶ, କହେି ଆପଣା ଜୀବନକୁ ଧରି ରଖିବାକୁ ସକ୍ଷମ ହବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେସ୍ଥାନସ୍ଥ ସମୁଦାୟ ଲୋକାରଣ୍ୟ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବିକ୍ରେତା ବିକ୍ରୟ କରିଥିବା ସମ୍ପତ୍ତିରୁ, ସେ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କଠାରୁ ଫେରିପାଇବ ନାହିଁ। କାରଣ ଏହି ଦର୍ଶନ ସମସ୍ତ ଲୋକାରଣ୍ୟ ପାଇଁ ଉଦ୍ଧିଷ୍ଟ। ଏହା ବଦଳା ଯାଇପାରିବ ନାହିଁ। ସେମାନଙ୍କର ପାପ ସକାଶେ, କେହି ଆପଣା ଜୀବନକୁ ଧରି ରଖିବାକୁ ସକ୍ଷମ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)