Ezekiel 7:14 — Compare Translations
5 translations compared side by side
Odia - 1840
" ସମାନେେ ତୂରୀଗୁଡ଼ିକ ବଜାଇ ସମସ୍ତଙ୍କୁ ୟୁଦ୍ଧ ପାଇଁ ପ୍ରସ୍ତୁତ କରିବେ। କିନ୍ତୁ ୟୁଦ୍ଧକୁ କହେି ଯିବେ ନାହିଁ କାରଣ ଆମ୍ଭର କୋର୍ଧ ସମସ୍ତ ଜନଗହଳି ଉପ ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେସ୍ଥାନର ସମସ୍ତ ଲୋକାରଣ୍ୟ ଉପରେ ଆମ୍ଭର କୋପ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ସେମାନେ ତୂରୀଗୁଡ଼ିକ ବଜାଇ ସମସ୍ତଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ କରିବେ। କିନ୍ତୁ ଯୁଦ୍ଧକୁ କେହି ଯିବେ ନାହିଁ କାରଣ ଆମ୍ଭର କ୍ରୋଧ ସମସ୍ତ ଜନଗହଳି ଉପରେ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।