Ezekiel 7:15 — Compare Translations
5 translations compared side by side
Odia - 1840
"ବାହା ରେ ଶତ୍ରୁର ଖଡ୍ଗ ଓ ଭିତ ରେ ମହାମାରୀ ଓ ଦୁର୍ଭିକ୍ଷ ଅଛି। ଯେଉଁ ଲୋକ କ୍ଷେତ୍ରକୁ ୟିବ ସେ ଖଡ୍ଗ ରେ ମରିବ ଓ ଯେ ନଗର ମଧିଅରେ ରହିବ, ସେ ଦୁର୍ଭିକ୍ଷ ଓ ମହାମାରୀ ରେ ବିନାଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାହାରେ ଖଡ଼୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ଼୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ବାହାରେ ଶତ୍ରୁର ଖଡ଼୍ଗ ଓ ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି। ଯେଉଁ ଲୋକ କ୍ଷେତ୍ରକୁ ଯିବ ସେ ଖଡ଼୍ଗରେ ମରିବ ଓ ଯେ ନଗର ମଧ୍ୟରେ ରହିବ, ସେ ଦୁର୍ଭିକ୍ଷ ଓ ମହାମାରୀରେ ବିନାଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।