Ezekiel 7:16 — Compare Translations

5 translations compared side by side

Odia - 1840
"କିନ୍ତୁ ସମାନଙ୍କେ ମଧ୍ଯରୁ ଯେଉଁମାନେ ରକ୍ଷା ପାଇବେ, ସମାନେେ ପର୍ବତ ଆଡ଼କୁ ଦୌଡ଼ିବେ। ଏବଂ ସମାନେେ ସମାନଙ୍କେର ପାପ ପାଇଁ ଶାେକ କରିବେ ଓ ପର୍ବତ ଉପ ରେ କରୁଣ ଭାବରେ ବିଳାପ କରିବେ, ଉପତ୍ୟକା ରେ କପୋତ ବାହୁନିବା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ସେମାନଙ୍କ ମଧ୍ୟରୁ ଯେଉଁମାନେ ରକ୍ଷା ପାଇବେ, ସେମାନେ ପର୍ବତ ଆଡ଼କୁ ଦୌଡ଼ିବେ। ଏବଂ ସେମାନେ ସେମାନଙ୍କର ପାପ ପାଇଁ ଶୋକ କରିବେ ଓ ପର୍ବତ ଉପରେ କରୁଣ ଭାବରେ ବିଳାପ କରିବେ, ଉପତ୍ୟକାରେ କପୋତ ବାହୁନିବା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।