Ezekiel 7:17 — Compare Translations
5 translations compared side by side
Odia - 1840
"ସମସ୍ତଙ୍କର ହସ୍ତ ଏତେ ଦୁର୍ବଳ ହବେ ଯେ, ତାହା ଉପରକୁ ଉତ୍ତାଳେିତ ହବେ ନାହିଁ। ଆଉ ମଧ୍ଯ ସମସ୍ତଙ୍କର ଅଶ୍ରୁ ଜଳପରି ତରଳ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ତରଳ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତଙ୍କର ହସ୍ତ ଏତେ ଦୁର୍ବଳ ହେବ ଯେ, ତାହା ଉପରକୁ ଉତ୍ତୋଳିତ ହେବ ନାହିଁ। ଆଉ ମଧ୍ୟ ସମସ୍ତଙ୍କର ଅଶ୍ରୁ ଜଳପରି ତରଳ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।