Ezekiel 7:18 — Compare Translations
5 translations compared side by side
Odia - 1840
"ଏବଂ ସମାନେେ ଚଟବସ୍ତ୍ର ପରିଧାନ କରିବେ। ସମାନେେ ଭୟ ରେ ଥରିବେ। ସମସ୍ତଙ୍କର ମୁଖ ଲଜ୍ଜା ରେ ଆଚ୍ଛାଦିତ ହବେ ଓ ଦୁଃଖର ଚିହ୍ନ ସ୍ବରୂପ ସମାନେେ ସମାନଙ୍କେର ମସ୍ତକ ଲଣ୍ଡିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ଚଟବସ୍ତ୍ର ପରିଧାନ କରିବେ। ସେମାନେ ଭୟରେ ଥରିବେ। ସମସ୍ତଙ୍କର ମୁଖ ଲଜ୍ଜାରେ ଆଚ୍ଛାଦିତ ହେବ ଓ ଦୁଃଖର ଚିହ୍ନ ସ୍ୱରୂପ ସେମାନେ ସେମାନଙ୍କର ମସ୍ତକ ଲଣ୍ଡିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେମାନେ କଟୀଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।