Ezekiel 7:19 — Compare Translations

5 translations compared side by side

Odia - 1840
"ସମାନେେ ନିଜ ନିଜର ରୂପାକୁ ଦାଣ୍ଡ ରେ ପକାଇ ଦବେେ ଓ ସମାନଙ୍କେର ସୁନା ଅଶୁଚି ବସ୍ତୁ ତୁଲ୍ଯ ହବେ। ସେ ସବୁ କିନ୍ତୁ ସମାନଙ୍କେୁ ସଦାପ୍ରଭୁ ଯେତବେେଳେ ତାଙ୍କର କୋରଧ ରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସମାନେେ ସମାନଙ୍କେର କ୍ଷୁଧାକୁ ସନ୍ତୁଷ୍ଟ କରିପାରିବେ ନାହିଁ। କିଅବା ସମାନଙ୍କେର ଉଦର ପୂର୍ଣ୍ଣ କରିପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସମାନଙ୍କେର କାରଣ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଆପଣା ଆପଣା ରୂପା ଦାଣ୍ତରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ନିଜ ନିଜର ରୂପାକୁ ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ। ସେ ସବୁ କିନ୍ତୁ ସେମାନଙ୍କୁ ସଦାପ୍ରଭୁ ଯେତେବେଳେ ତାଙ୍କର କ୍ରୋଧରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସେମାନେ ସେମାନଙ୍କର କ୍ଷୁଧାକୁ ସନ୍ତୁଷ୍ଟ କରି ପାରିବେ ନାହିଁ। କିଅବା ସେମାନଙ୍କର ଉଦର ପୂର୍ଣ୍ଣ କରି ପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସେମାନଙ୍କର କାରଣ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।