Ezekiel 7:2 — Compare Translations
5 translations compared side by side
Odia - 1840
"ସେ କହିଲେ, ହେ ମନୁଷ୍ଯ ପୁତ୍ର, ସଦାପ୍ରଭୁ ଇଶ୍ରାୟେଲ ଭୂମିକୁ କହନ୍ତି, ସମଗ୍ର ଦେଶର ସମାପ୍ତି ଆସିୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ପ୍ରଭୁ ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି: ଅନ୍ତିମ କାଳ, ଦେଶର ଚାରି କୋଣରେ ଅନ୍ତିମ କାଳ ଉପସ୍ଥିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲେ, “ହେ ମନୁଷ୍ୟ ପୁତ୍ର, ସଦାପ୍ରଭୁ ଇସ୍ରାଏଲ ଭୂମିକୁ କହନ୍ତି, “ସମଗ୍ର ଦେଶର ସମାପ୍ତି ଆସିଯାଇଛି। ସମଗ୍ର ଦେଶ ଧ୍ୱଂସ ହେବାର ଅନ୍ତିମକାଳ ଆସିଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମକାଳ, ଦେଶର ଚାରି କୋଣରେ ଅନ୍ତିମକାଳ ଉପସ୍ଥିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମ କାଳ, ଦେଶର ଚାରି କୋଣରେ ଅନ୍ତିମ କାଳ ଉପସ୍ଥିତ ହୋଇଅଛି।