Ezekiel 7:20 — Compare Translations
5 translations compared side by side
Odia - 1840
" ସହେି ଲୋକମାନେ ମନ୍ଦିରର ସୁନ୍ଦର ଅଳଙ୍କାର ରେ ଘୃଣ୍ଯ ମୂର୍ତ୍ତିମାନ ନିର୍ମାଣ କଲେ, ଯେଉଁଥିପାଇଁ ସମାନେେ ଗର୍ବ କରୁଥିଲେ ଏବଂ ସମାନେେ ସହେି ମୂର୍ତ୍ତିଗୁଡ଼ିକ ପରମେଶ୍ବରଙ୍କ ମନ୍ଦିର ରେ ରଖିଲେ। ତେଣୁ ଆମ୍ଭେ ସଗେୁଡ଼ିକ ସମାନଙ୍କେ ପାଇଁ କଳୁଷିତ ସାମଗ୍ରୀ ରେ ପରିଣତ କରିଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ଵରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣା-ମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ଵରୂପ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଲୋକମାନେ ମନ୍ଦିରର ସୁନ୍ଦର ଅଳଙ୍କାରରେ ଘୃଣ୍ୟ ମୂର୍ତ୍ତିମାନ ନିର୍ମାଣ କଲେ, ଯେଉଁଥିପାଇଁ ସେମାନେ ଗର୍ବ କରୁଥିଲେ ଏବଂ ସେମାନେ ସେହି ମୂର୍ତ୍ତିଗୁଡ଼ିକ ପରମେଶ୍ୱରଙ୍କ ମନ୍ଦିରରେ ରଖିଲେ। ତେଣୁ ଆମ୍ଭେ ସେଗୁଡ଼ିକ ସେମାନଙ୍କ ପାଇଁ କଳୁଷିତ ସାମଗ୍ରୀରେ ପରିଣତ କରିଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।