Ezekiel 7:21 — Compare Translations

5 translations compared side by side

Odia - 1840
"ତା'ପ ରେ ଆମ୍ଭେ ସହେି ମନ୍ଦିରରୁ ଲୁଣ୍ଠନ ସାମଗ୍ରୀ ରୂପେ ବିଦେଶୀମାନଙ୍କ ହସ୍ତ ରେ ଓ ଲୁଟ ଦ୍ରବ୍ଯରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତ ରେ ସମର୍ପଣ କରିବା ଓ ସମାନେେ ଏହାକୁ କଳୁଷିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତାହା ମୃଗୟା ସ୍ଵରୂପେ ବିଦେଶୀ-ମାନଙ୍କର ଓ ଲୁଟ ଦ୍ରବ୍ୟ ସ୍ଵରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ସେହି ମନ୍ଦିରରୁ ଲୁଣ୍ଠନ ସାମଗ୍ରୀ ରୂପେ ବିଦେଶୀମାନଙ୍କ ହସ୍ତରେ ଓ ଲୁଟ ଦ୍ରବ୍ୟରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା ଓ ସେମାନେ ଏହାକୁ କଳୁଷିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।