Ezekiel 7:22 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ସମାନଙ୍କେଠାରୁ ଆପଣା ମୁଖ ଫରୋଇବା। ସମାନେେ ଆମ୍ଭର ନିବୃତସ୍ଥାନ ଅପବିତ୍ର କରିବେ। ଆଉ ଡ଼କାଯତମାନେ ତାହା ମଧିଅରେ ପ୍ରବେଶ କରି ତାହା ଅପବିତ୍ର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାଇତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା। ସେମାନେ ଆମ୍ଭର ନିବୃତସ୍ଥାନ ଅପବିତ୍ର କରିବେ। ଆଉ ଡକାୟତମାନେ ତାହା ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।