Ezekiel 7:23 — Compare Translations
5 translations compared side by side
Odia - 1840
"ବନ୍ଦୀମାନଙ୍କ ପାଇଁ ଶିକୁଳି ପ୍ରସ୍ତୁତ କର। କାରଣ ରକ୍ତପାତରୂପ ଅପରାଧ ରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ଯ ରେ ନଗର ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ।
Odia Bible ERV 2004 (ପବିତ୍ର ବାଇବଲ)
“ବନ୍ଦୀମାନଙ୍କ ପାଇଁ ଶିକୁଳି ପ୍ରସ୍ତୁତ କର। କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
Odia IRV 2017 (ଓଡିଆ ବାଇବେଲ)
ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।