Ezekiel 7:24 — Compare Translations
5 translations compared side by side
Odia - 1840
"ତେଣୁ ଆମ୍ଭେ ଦୁଷ୍ଟ ଜାତିମାନଙ୍କୁ ଆଣିବା। ତହିଁରେ ସମାନେେ ଏହି ଲୋକମାନଙ୍କର ଗୃହସବୁ ଅଧିକାର କରିବେ। ଆଉ ମଧ୍ଯ ଆମ୍ଭେ ବଳବାନ ଲୋକମାନଙ୍କର ଗର୍ବ ଚୂର୍ଣ୍ଣ କରିବା। ଆଉ ସମାନଙ୍କେର ପବିତ୍ର ପୂଜାସ୍ଥାନ କଳୁଷିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ ଦୁଷ୍ଟ ଜାତିମାନଙ୍କୁ ଆଣିବା। ତହିଁରେ ସେମାନେ ଏହି ଲୋକମାନଙ୍କର ଗୃହସବୁ ଅଧିକାର କରିବେ। ଆଉ ମଧ୍ୟ ଆମ୍ଭେ ବଳବାନ ଲୋକମାନଙ୍କର ଗର୍ବ ଚୂର୍ଣ୍ଣ କରିବା। ଆଉ ସେମାନଙ୍କର ପବିତ୍ର ପୂଜାସ୍ଥାନ କଳୁଷିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।