Ezekiel 7:25 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ବିନାଶ ପାଇଁ ଭୟଭୀତ ହବେ ଓ ତୁମ୍ଭମାନେେ ଶାନ୍ତି ଅନ୍ବଷେଣ କରିବ ମାତ୍ର କିଛି ପାଇବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ବିନାଶ ପାଇଁ ଭୟଭୀତ ହେବ ଓ ତୁମ୍ଭେମାନେ ଶାନ୍ତି ଅନ୍ୱେଷଣ କରିବ ମାତ୍ର କିଛି ପାଇବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।