Ezekiel 7:26 — Compare Translations
5 translations compared side by side
Odia - 1840
"ଗୋଟିଏ ବିପର୍ୟ୍ଯଯ ପ ରେ ଆଉ ଗୋଟିଏ ବିପର୍ୟ୍ଯଯ ଘଟିବ ଓ ଜନରବ ଉପ ରେ ଜନରବ ହବେ। ତେଣୁ ତୁମ୍ଭମାନେେ ଭବିଷ୍ଯଦବକ୍ତାର ନିକଟରୁ ଦର୍ଶନର ଚେଷ୍ଟା କରିବ। କିନ୍ତୁ ଯାଜକମାନଙ୍କର ଶିକ୍ଷା ଓ ପ୍ରାଚୀନ ଲୋକମାନଙ୍କର ଜ୍ଞାନ ଲୋପ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍-ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ବିପର୍ଯ୍ୟୟ ପରେ ଆଉ ଗୋଟିଏ ବିପର୍ଯ୍ୟୟ ଘଟିବ ଓ ଜନରବ ଉପରେ ଜନରବ ହେବ। ତେଣୁ ତୁମ୍ଭେମାନେ ଭବିଷ୍ୟଦ୍ବକ୍ତାର ନିକଟରୁ ଦର୍ଶନର ଚେଷ୍ଟା କରିବ। କିନ୍ତୁ ଯାଜକମାନଙ୍କର ଶିକ୍ଷା ଓ ପ୍ରାଚୀନ ଲୋକମାନଙ୍କର ଜ୍ଞାନ ଲୋପ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।
Odia IRV 2017 (ଓଡିଆ ବାଇବେଲ)
ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।