Ezekiel 7:27 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ରାଜା ଶାେକ କରିବେ ଓ ନତେୃବର୍ଗ ଶାେକର ବସ୍ତ୍ର ପରିଧାନ କରିବେ। ଦେଶର ଲୋକମାନଙ୍କର ହସ୍ତ କମ୍ପିତ ହବେ। ଯେ ହତେୁ ଆମ୍ଭେ ସମାନଙ୍କେର ନିଜ ଆଚରଣ ଓ ଆଦର୍ଶ ଅନୁସାରେ ସମାନଙ୍କେ ପ୍ରତି ବ୍ଯବହାର କରିବା। ସମାନଙ୍କେର କର୍ମ ଅନୁସାରେ ସମାନଙ୍କେର ବିଚାର କରାୟିବ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସମାନେେ ହୃଦଯଙ୍ଗମ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ରାଜା ଶୋକ କରିବେ ଓ ନେତୃବର୍ଗ ଶୋକର ବସ୍ତ୍ର ପରିଧାନ କରିବେ। ଦେଶର ଲୋକମାନଙ୍କର ହସ୍ତ କମ୍ପିତ ହେବ। ଯେହେତୁ ଆମ୍ଭେ ସେମାନଙ୍କର ନିଜ ଆଚରଣ ଓ ଆଦର୍ଶ ଅନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା। ସେମାନଙ୍କର କର୍ମ ଅନୁସାରେ ସେମାନଙ୍କର ବିଗ୍ଭର କରାଯିବ ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ହୃଦୟଙ୍ଗମ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Odia IRV 2017 (ଓଡିଆ ବାଇବେଲ)
ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।