Ezekiel 7:3 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ମାରେ କୋର୍ଧ ପ୍ରକାଶ କରିବା। ତୁମ୍ଭର କର୍ମ ଅନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣା ଯୋଗ୍ଯ ସକଳ କର୍ମ ପାଇଁ ଆମ୍ଭେ ତୁମ୍ଭଙ୍କୁ ଦଣ୍ଡ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭ କ୍ରୋଧ ପ୍ରକାଶ କରିବା। ତୁମ୍ଭର କର୍ମ ଅନୁସାରେ ତୁମ୍ଭର ବିଗ୍ଭର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମ ପାଇଁ ଆମ୍ଭେ ତୁମ୍ଭଙ୍କୁ ଦଣ୍ଡ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
Odia IRV 2017 (ଓଡିଆ ବାଇବେଲ)
ଏବେ ତୁମ୍ଭର ଅନ୍ତିମ କାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।