Ezekiel 7:4 — Compare Translations
5 translations compared side by side
Odia - 1840
"ଆମ୍ଭେ ତୁମ୍ଭକୁ କୌଣସି ଦୟା ଦଖାଇବୋ ନାହିଁ, ଆମ୍ଭେ ତୁମ୍ଭକୁ ଅନୁକମ୍ପା କରିବା ନାହିଁ। କିନ୍ତୁ ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କାର୍ୟ୍ଯ ପାଇଁ ଓ ତୁମ୍ଭର ସମସ୍ତ ଘୃଣ୍ଯ ପ୍ରଥା ପାଇଁ ଦଣ୍ଡିତ କରିବା। ଯାହା ଫଳ ରେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ହିଁ ସଦାପ୍ରଭୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭକୁ କୌଣସି ଦୟା ଦେଖାଇବା ନାହିଁ, ଆମ୍ଭେ ତୁମ୍ଭକୁ ଅନୁକମ୍ପା କରିବା ନାହିଁ। କିନ୍ତୁ ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦକାର୍ଯ୍ୟ ପାଇଁ ଓ ତୁମ୍ଭର ସମସ୍ତ ଘୃଣ୍ୟ ପ୍ରଥା ପାଇଁ ଦଣ୍ଡିତ କରିବା। ଯାହା ଫଳରେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ହିଁ ସଦାପ୍ରଭୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।