Ezekiel 7:5 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରଭୁ କହନ୍ତି, ଦେଖ, ଗୋଟିଏ ପ ରେ ଗୋଟିଏ ଅମଙ୍ଗଳ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ, କେବଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ଦେଖ, ଗୋଟିଏ ପରେ ଗୋଟିଏ ଅମଙ୍ଗଳ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।