Ezekiel 7:6 — Compare Translations

5 translations compared side by side

Odia - 1840
"ଅନ୍ତିମ କାଳ ଆସୁଅଛି, ୟବନିକା ଆସୁଅଛି। ଏହା ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେଉଅଛି। ଏହା ତା'ର ବାଟରେ ଆସୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନ୍ତିମ କାଳ ଉପସ୍ଥିତ, ସେହି ଅନ୍ତିମ କାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ତିମ କାଳ ଆସୁଅଛି, ଯବନିକା ଆସୁଅଛି। ଏହା ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେଉଅଛି। ଏହା ତା’ର ବାଟରେ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନ୍ତିମକାଳ ଉପସ୍ଥିତ, ସେହି ଅନ୍ତିମକାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଅନ୍ତିମ କାଳ ଉପସ୍ଥିତ, ସେହି ଅନ୍ତିମ କାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।