Ezekiel 7:8 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଆମ୍ଭେ ଆପଣା କୋର୍ଧକୁ ତୁମ୍ଭ ଉପ ରେ ପ୍ରଯୋଗ କରିବା। ଯେପର୍ୟ୍ଯନ୍ତ ଏହା ପ୍ରାଧାନ୍ଯ ସେ ନ କରିଛୁ ଏବଂ ତୁମ୍ଭର କର୍ମାନୁସା ରେ ବିଚାର ନ କରିବୁ। ଆମ୍ଭେ ତୁମ୍ଭର ମନ୍ଦ କର୍ମ ଯୋଗୁ ତୁମ୍ଭକୁ ଦଣ୍ଡିତ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ଆମ୍ଭେ ଅବିଳମ୍ଵରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳିଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଆମ୍ଭେ ଆପଣା କ୍ରୋଧକୁ ତୁମ୍ଭ ଉପରେ ପ୍ରୟୋଗ କରିବା। ଯେପର୍ଯ୍ୟନ୍ତ ଏହା ପ୍ରାଧାନ୍ୟ ସେ ନ କରିଛୁ ଏବଂ ତୁମ୍ଭର କର୍ମାନୁସାରେ ବିଗ୍ଭର ନ କରିବୁ। ଆମ୍ଭେ ତୁମ୍ଭର ମନ୍ଦ କର୍ମ ଯୋଗୁଁ ତୁମ୍ଭକୁ ଦଣ୍ଡିତ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
Odia IRV 2017 (ଓଡିଆ ବାଇବେଲ)
ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।