Ezekiel 7:9 — Compare Translations

5 translations compared side by side

Odia - 1840
"ଆମ୍ଭେ ତୁମ୍ଭକୁ କୌଣସି ଦୟା ଦଖାଇବୋ ନାହିଁ କି ତୁମ୍ଭକୁ ଅନୁକମ୍ପା କରିବା ନାହିଁ। ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କର୍ମ ୟୋଗୁ ଓ ତୁମ୍ଭ ମଧିଅରେ ଥିବା ଘୃଣା ପ୍ରଥା ଯୋଗୁଁ ଦଣ୍ଡିତ କରିବା। ଏବଂ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ୟିଏ ତୁମ୍ଭକୁ ଆଘାତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭକୁ କୌଣସି ଦୟା ଦେଖାଇବା ନାହିଁ କି ତୁମ୍ଭକୁ ଅନୁକମ୍ପା କରିବା ନାହିଁ। ଆମ୍ଭେ ତୁମ୍ଭକୁ ତୁମ୍ଭର ମନ୍ଦ କର୍ମ ଯୋଗୁଁ ଓ ତୁମ୍ଭ ମଧ୍ୟରେ ଥିବା ଘୃଣା ପ୍ରଥା ଯୋଗୁଁ ଦଣ୍ଡିତ କରିବା। ଏବଂ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଯିଏ ତୁମ୍ଭକୁ ଆଘାତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)