Ezekiel 8:1 — Compare Translations

5 translations compared side by side

Odia - 1840
"ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନ ରେ ଆମ୍ଭେ ଆପଣା ଗୃହ ରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖ ରେ ବସିଥିଲେ। ଏହି ସମୟରେ ମାରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସରେ, ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
Sinful Things Done at the Temple ଅନନ୍ତର ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ଆମ୍ଭେ ଆପଣା ଗୃହରେ ବସିଥିଲୁ ଓ ଯିହୁଦାର ପ୍ରାଚୀନମାନେ ଆମ୍ଭ ସମ୍ମୁଖରେ ବସିଥିଲେ। ଏହି ସମୟରେ ମୋର ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋ’ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠିତ ହେଲା।