Ezekiel 8:10 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଭିତରକୁ ଗଲି, ଚତୁର୍ଦ୍ଦିଗସ୍ଥ କାନ୍ଥ ରେ ଚିତ୍ରିତ ହାଇେଥିବା ସରୀସୃପମାନଙ୍କ ଏବଂ କୀଟପତଙ୍ଗମାନଙ୍କର ଘୃଣ୍ଯ ପଶୁମାନଙ୍କର ଓ ଇଶ୍ରାୟେଲୀୟମାନଙ୍କର ଭୟଙ୍କର ମୂର୍ତ୍ତି ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର ଓ ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ-ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଭିତରକୁ ଗଲି, ଚତୁର୍ଦ୍ଦିଗସ୍ଥ କାନ୍ଥରେ ଚିତ୍ରିତ ହୋଇଥିବା ସରୀସୃପମାନଙ୍କ ଏବଂ କୀଟପତଙ୍ଗମାନଙ୍କର, ଘୃଣ୍ୟ ପଶୁମାନଙ୍କର ଓ ଇସ୍ରାଏଲୀୟମାନଙ୍କର ଭୟଙ୍କର ମୂର୍ତ୍ତି ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଭିତରକୁ ଯାଇ ଦେଖିଲି; ଆଉ ଦେଖ, ଚତୁର୍ଦ୍ଦିଗସ୍ଥ କାନ୍ଥରେ ସର୍ବପ୍ରକାର ଉରୋଗାମୀ ଜନ୍ତୁର, ଘୃଣାଯୋଗ୍ୟ ପଶୁର ଓ ଇସ୍ରାଏଲ ବଂଶର ସକଳ ଦେବତାର ପ୍ରତିମୂର୍ତ୍ତି ଚିତ୍ରିତ ହୋଇଅଛି।