Ezekiel 8:11 — Compare Translations

5 translations compared side by side

Odia - 1840
"ପୁଣି ସେ ସବୁର ସମ୍ମୁଖ ରେ ଇଶ୍ରାୟେଲ ବଂଶୀଯ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହାଇେଅଛନ୍ତି ଓ ସମାନଙ୍କେ ମଧ୍ଯ ସ୍ଥାନ ରେ ଶାଫନର ପୁତ୍ର ୟାସନିଯ ଠିଆ ହାଇେଅଛି। ପ୍ରେତ୍ୟକକ ଲୋକ ନିଜ ନିଜ ଧୂପଦାନୀ ହସ୍ତ ରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଉର୍ଦ୍ଧ୍ବକୁ ଉଠୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେସବୁର ସମ୍ମୁଖରେ ଇସ୍ରାଏଲ-ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟ-ସ୍ଥାନରେ ଶାଫନର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ଵକୁ ଉଠୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କ ମଧ୍ୟସ୍ଥାନରେ ଶାଫନର ପୁତ୍ର ଯାସନିୟ ଠିଆ ହୋଇଅଛି। ପ୍ରତ୍ୟେକ ଲୋକ ନିଜ ନିଜ ଧୂପଦାନୀ ହସ୍ତରେ ଧରିଛନ୍ତି। ଆଉ ଧୂପରୂପ ଧୂମର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହିସବୁର ସମ୍ମୁଖରେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗର ସତୁରି ଜଣ ଠିଆ ହୋଇଅଛନ୍ତି ଓ ସେମାନଙ୍କର ମଧ୍ୟସ୍ଥାନରେ ଶାଫନ୍‍ର ପୁତ୍ର ଯାସନୀୟ ଠିଆ ହୋଇଅଛି, ପ୍ରତ୍ୟେକ ଲୋକ ଆପଣା ଆପଣା ଧୂପାଚି ହସ୍ତରେ ଧରିଅଛନ୍ତି; ଆଉ, ଧୂପରୂପ ମେଘର ସୁଗନ୍ଧି ଊର୍ଦ୍ଧ୍ୱକୁ ଉଠୁଅଛି।
Odia IRV 2017 (ଓଡିଆ ବାଇବେଲ)