Ezekiel 8:12 — Compare Translations
5 translations compared side by side
Odia - 1840
"ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଇଶ୍ରାୟେଲ ବଂଶର ପ୍ରାଚୀନବର୍ଗ ପ୍ରେତ୍ୟକକ ନିଜ ନିଜ ପ୍ରତିମା ଗୃହ ରେ ଅନ୍ଧକାର ରେ ଯାହା କରୁଅଛନ୍ତି ତାହା କ'ଣ ତୁମ୍ଭେ ଦେଖିପାରିବ? କାରଣ ସମାନେେ ଭାବନ୍ତି, 'ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ଯାଗ କରିଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକ ନିଜ ନିଜ ପ୍ରତିମା ଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି ତାହା କ’ଣ ତୁମ୍ଭେ ଦେଖି ପାରିବ? କାରଣ ସେମାନେ ଭାବନ୍ତି, ‘ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ। ସଦାପ୍ରଭୁ ଦେଶକୁ ତ୍ୟାଗ କରିଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)