Ezekiel 8:13 — Compare Translations
5 translations compared side by side
Odia - 1840
"ସେ ଆହୁରି କହିଲେ, ତୁମ୍ଭେ ଯଦି ଆମ୍ଭ ସହିତ ଆସିବ ତବେେ ସମାନଙ୍କେର ଆହୁରି ଅନକେ ଜଘନ୍ଯ ଘୃଣ୍ଯ କର୍ମମାନ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆହୁରି ମୋତେ କହିଲେ, ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଆହୁରି କହିଲେ, “ତୁମ୍ଭେ ଯଦି ଆମ୍ଭ ସହିତ ଆସିବ ତେବେ ସେମାନଙ୍କର ଆହୁରି ଅନେକ ଜଘନ୍ୟ ଘୃଣ୍ୟ କର୍ମମାନ ଦେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
Odia IRV 2017 (ଓଡିଆ ବାଇବେଲ)
ସେ ଆହୁରି ମୋତେ କହିଲେ, “ଏଉତ୍ତାରେ ତୁମ୍ଭେ ପୁନର୍ବାର ସେମାନଙ୍କର କୃତ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”