Ezekiel 8:14 — Compare Translations

5 translations compared side by side

Odia - 1840
"ତା'ପ ରେ ପରମେଶ୍ବର ମାେତେ ସଦାପ୍ରଭୁଙ୍କ ମନ୍ଦିରର ଉତ୍ତର ଦିଗସ୍ଥ ଦ୍ବାରର ପ୍ରବେଶ ସ୍ଥାନ ନିକଟକୁ ନେଲେ। ସଠାେ ରେ ମୁଁ ଦେଖିଲି ସ୍ତ୍ରୀ ଲୋକମାନେ ବସି ଭଣ୍ଡ ଦବେତା ତମ୍ମୁଷ ପାଇଁ କ୍ରନ୍ଦନ କରୁଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ଵାରର ପ୍ରବେଶ-ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷ (ଦେବତାର) ପାଇଁ କ୍ରନ୍ଦନ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ମୋତେ ସଦାପ୍ରଭୁଙ୍କ ମନ୍ଦିରର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନ ନିକଟକୁ ନେଲେ। ସେଠାରେ ମୁଁ ଦେଖିଲି ସ୍ତ୍ରୀଲୋକମାନେ ବସି ଭଣ୍ଡ ଦେବତା ତମ୍ମୁଷ ପାଇଁ କ୍ରନ୍ଦନ କରୁଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷର (ଦେବତା) ପାଇଁ କ୍ରନ୍ଦନ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସଦାପ୍ରଭୁଙ୍କ ଗୃହର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ-ସ୍ଥାନ ନିକଟକୁ ମୋତେ ଆଣିଲେ; ଆଉ ଦେଖ, ସ୍ତ୍ରୀମାନେ ସେଠାରେ ବସି ତମ୍ମୁଷର (ଦେବତା) ପାଇଁ କ୍ରନ୍ଦନ କରୁଅଛନ୍ତି।