Ezekiel 8:15 — Compare Translations

5 translations compared side by side

Odia - 1840
"ପୁନର୍ବାର ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଏହିସବୁ ଘୃଣ୍ଯ କର୍ମମାନ ଦେଖିଲ। ଏହାପ ରେ ଆହୁରି ଏହା ଅପେକ୍ଷା ଅଧିକ ଘୃଣ୍ଯ କର୍ମମାନ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏଥି ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁନର୍ବାର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଏହିସବୁ ଘୃଣ୍ୟ କର୍ମମାନ ଦେଖିଲ। ଏହା ପରେ ଆହୁରି ଏହା ଅପେକ୍ଷା ଅଧିକ ଘୃଣ୍ୟ କର୍ମମାନ ଦେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏଉତ୍ତାରେ ତୁମ୍ଭେ ଏହା ଅପେକ୍ଷା ପୁନର୍ବାର ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”