Ezekiel 8:16 — Compare Translations
5 translations compared side by side
Odia - 1840
"ତା'ପ ରେ ସେ ମାେତେ ସଦାପ୍ରଭୁଙ୍କ ମନ୍ଦିରର ଭିତର ପ୍ରାଙ୍ଗଣ ମଧ୍ଯକୁ ଆଣିଲେ। ସଠାେ ରେ ମୁଁ ଦେଖିଲି, ସଦାପ୍ରଭୁଙ୍କ ମନ୍ଦିରର ଦ୍ବାର ନିକଟରେ, ବାରଣ୍ଡା ଓ ୟଜ୍ଞବଦେୀର ମଧ୍ଯ ସ୍ଥାନ ରେ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବ ଦିଗଆଡ଼େ ମଥାନତ କରି ସମାନେେ ସୂର୍ୟ୍ଯଙ୍କୁ ପୂଜା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ଵାର ନିକଟରେ, ବରଣ୍ତା ଓ ଯଜ୍ଞବେଦିର ମଧ୍ୟ-ସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବଦିଗ ଆଡ଼େ ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ଆଡ଼େ ସୂର୍ଯ୍ୟକୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମୋତେ ସଦାପ୍ରଭୁଙ୍କ ମନ୍ଦିରର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ। ସେଠାରେ ମୁଁ ଦେଖିଲି, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ପଚିଶ୍ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ଆଡ଼େ ପିଠି କରି ଓ ପୂର୍ବ ଦିଗଆଡ଼େ ମଥାନତ କରି ସେମାନେ ସୂର୍ଯ୍ୟକୁ ପୂଜା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)