Ezekiel 8:17 — Compare Translations

5 translations compared side by side

Odia - 1840
"ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଏହିସବୁ ଦେଖିଲ? ଏହିପରି ଘୃଣ୍ଯ କର୍ମମାନ କରିବା କ'ଣ ଯିହୁଦାର ଭବିଷ୍ଯତ୍ ବଂଶଧରଙ୍କ ପାଇଁ ଠିକ୍ ଅଟେ। ବାସ୍ତବ ରେ ସମାନେେ ଦେଶକୁ ଦୌରାତ୍ମ୍ଯ ରେ ପରିପୂର୍ଣ୍ଣ କରିଅଛନ୍ତି, ଏବଂ ଆମ୍ଭକୁ କୋର୍ଧିତ କରି ରଖିଛନ୍ତି। ଆଉ ଦେଖ ସମାନଙ୍କେର ମୂର୍ତ୍ତିଗୁଡ଼ିକୁ ସମ୍ମାନ ଦବୋ ପାଇଁ ସମାନେେ ନାସିକା ରେ ନାକଫୁଲ ପିନ୍ଧିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ଵିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଏହିସବୁ ଦେଖିଲ? ଏହିପରି ଘୃଣ୍ୟ କର୍ମମାନ କରିବା କ’ଣ ଯିହୁଦାର ଭବିଷ୍ୟଦ୍ ବଂଶଧରଙ୍କ ପାଇଁ ଠିକ୍ ଅଟେ? ବାସ୍ତବରେ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି, ଏବଂ ଆମ୍ଭକୁ କ୍ରୋଧିତ କରି ରଖିଅଛନ୍ତି। ଆଉ ଦେଖ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ସମ୍ମାନ ଦେବା ପାଇଁ ସେମାନେ ନାସିକାରେ ନାକଫୁଲ ପିନ୍ଧିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ? ଏହି ସ୍ଥାନରେ ଯିହୁଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।