Ezekiel 8:18 — Compare Translations

5 translations compared side by side

Odia - 1840
"ଏଣୁ ଆମ୍ଭେ ସମାନଙ୍କେ ବିଷଯ ରେ ଆମ୍ଭର କୋରଧଭାବ ଦଖାଇବୋ। ଆମ୍ଭେ ସମାନଙ୍କେୁ ଅନୁକମ୍ପା କରିବା ନାହିଁ କି ଦୟା ଦଖାଇବୋ ନାହିଁ। ଏବଂ ଏପରିକି ଯଦି ସମାନେେ ଆମ୍ଭ କର୍ଣ୍ଣ ପାଖ ରେ ଉଚ୍ଚ ସ୍ବର ରେ ଡ଼ାକନ୍ତି, ତଥାପି ଆମ୍ଭେ ସମାନଙ୍କେ କଥା ଶୁଣିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ଵରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆମ୍ଭେ ସେମାନଙ୍କ ବିଷୟରେ ଆମ୍ଭର କ୍ରୋଧଭାବ ଦେଖାଇବା। ଆମ୍ଭେ ସେମାନଙ୍କୁ ଅନୁକମ୍ପା କରିବା ନାହିଁ କି ଦୟା ଦେଖାଇବା ନାହିଁ। ଏବଂ ଏପରିକି ଯଦି ସେମାନେ ଆମ୍ଭ କର୍ଣ୍ଣ ପାଖରେ ଉଚ୍ଚ ସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”