Ezekiel 8:2 — Compare Translations
5 translations compared side by side
Odia - 1840
"ଏବଂ ସେତବେେଳେ ଆମ୍ଭେ ଅଗ୍ନିର ଆଭାତୁଲ୍ଯ ଏକ ମୂର୍ତ୍ତି ଦେଖିଲୁ। ତାଙ୍କର କଟୀଦେଶରୁ ତଳ ପର୍ୟ୍ଯନ୍ତ ଅଗ୍ନିମଯ ଥିଲା ଓ କଟୀଠାରୁ ଉପର ପର୍ୟ୍ଯନ୍ତ ଉତ୍ତପ୍ତ ଧାତୁ ତୁଲ୍ଯ ଜ୍ଯୋତିର୍ମଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଓ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେତେବେଳେ ଆମ୍ଭେ ଅଗ୍ନିର ଆଭାତୁଲ୍ୟ ଏକ ମୂର୍ତ୍ତି ଦେଖିଲୁ। ତାଙ୍କର କଟିଦେଶରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଥିଲା ଓ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଓ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଦେଖିଲି, ଆଉ ଦେଖ, ଅଗ୍ନିର ଆଭା ତୁଲ୍ୟ ଏକ ମୂର୍ତ୍ତି; ତାହାଙ୍କ କଟିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନିମୟ ଓ ତାହାଙ୍କ କଟିଠାରୁ ଉପର ପର୍ଯ୍ୟନ୍ତ ଉତ୍ତପ୍ତ ଧାତୁ ତୁଲ୍ୟ ଜ୍ୟୋତିର୍ମୟ ଆକୃତି।