Ezekiel 8:3 — Compare Translations
5 translations compared side by side
Odia - 1840
"ତା'ପ ରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମାରେକେଶ ଧରିଲେ। ତା'ପ ରେ ପବନ ମାେତେ ଉଠାଇ ନଲୋ, ପୃଥିବୀ ଓ ଆକାଶର ମଧ୍ଯବର୍ତ୍ତୀ ସ୍ଥାନ ରେ ରଖି ଦଲୋ। ଏବଂ ପରମେଶ୍ବରଙ୍କର ଦର୍ଶନକ୍ରମେ ୟିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ବାର ନିକଟକୁ ମାେତେ ଆଣିଲେ। ସଠାେ ରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କର କୋରଧର କାରଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ଵରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ଵାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ଵାଳାଜନକ ଅନ୍ତର୍ଜ୍ଵାଳା ପ୍ରତିମା ସ୍ଥାପିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମୋର କେଶ ଧରିଲେ। ତା’ପରେ ପବନ ମୋତେ ଉଠାଇ ନେଲା, ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନରେ ରଖି ଦେଲା। ଏବଂ ପରମେଶ୍ୱରଙ୍କର ଦର୍ଶନକ୍ରମେ ଯିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ। ସେଠାରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କର କ୍ରୋଧର କାରଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋʼ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ’ ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।