Ezekiel 8:4 — Compare Translations
5 translations compared side by side
Odia - 1840
"ଉପତ୍ୟକା ରେ ମୁଁ ଦେଖିଥିବା ଦୃଶ୍ଯ ତୁଲ୍ଯ ସେ ସ୍ଥାନ ରେ ଇଶ୍ରାୟେଲର ପରମେଶ୍ବରଙ୍କର ମହିମା ବିଦ୍ଯମାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ପଦା-ଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେସ୍ଥାନରେ ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ବିଦ୍ୟମାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉପତ୍ୟକାରେ ମୁଁ ଦେଖିଥିବା ଦୃଶ୍ୟ ତୁଲ୍ୟ ସେ ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ମହିମା ବିଦ୍ୟମାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ପଦାଭୂମିରେ ମୁଁ ଦେଖିଥିବା ଦୃଶ୍ୟ ପ୍ରମାଣେ ସେହି ସ୍ଥାନରେ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ବିଦ୍ୟମାନ ଥିଲା।