Ezekiel 8:5 — Compare Translations

5 translations compared side by side

Odia - 1840
"ତହୁଁ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ଉତ୍ତର ଦିଗକୁ ଦେଖ। ତେଣୁ ମୁଁ ନିରୀକ୍ଷଣ କଲି ଏବଂ ଦେଖିଲି ଯେ, ୟଜ୍ଞବଦେୀ ଫାଟକର ଉତ୍ତର ଦିଗସ୍ଥ ପ୍ରବେଶ ପଥରେ ସହେି ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କୁ କୋରଧିତ ଓ ଇର୍ଷାପରାଯଣ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ମେଲି ଉତ୍ତର ଦିଗର ପଥ ଆଡ଼େ ଅନାଅ । ତହୁଁ ମୁଁ ଚକ୍ଷୁ ମେଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ଵାରର ପ୍ରବେଶ-ସ୍ଥାନରେ, ସେହି ଅନ୍ତର୍ଜ୍ଵାଳାର ପ୍ରତିମା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉତ୍ତର ଦିଗକୁ ଦେଖ।” ତେଣୁ ମୁଁ ନିରୀକ୍ଷଣ କଲି ଏବଂ ଦେଖିଲି ଯେ, ଯଜ୍ଞବେଦି ଫାଟକର ଉତ୍ତର ଦିଗସ୍ଥ ପ୍ରବେଶ ପଥରେ ସେହି ମୂର୍ତ୍ତି ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧିତ ଓ ଈର୍ଷାପରାୟଣ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ଖୋଲି ଉତ୍ତର ଦିଗର ପଥ ପ୍ରତି ଅନାଅ।” ତହୁଁ ମୁଁ ଚକ୍ଷୁ ଖୋଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନରେ ସେହି ପ୍ରତିମା ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧ ଓ ଈର୍ଷାପରାୟଣ କରିଥିଲା।
Odia IRV 2017 (ଓଡିଆ ବାଇବେଲ)