Ezekiel 8:6 — Compare Translations

5 translations compared side by side

Odia - 1840
"ତା'ପ ରେ ପରମେଶ୍ବର ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦେଖ, ସମାନେେ କ'ଣ କରୁଛନ୍ତି? ଆମ୍ଭେ ଯେପରି ଆପଣା ମନ୍ଦିର ଅଗଣାରୁ ଦୂ ରଇେ ୟିବା ପାଇଁ ଇସ୍ରାଯଲରେ ଉତ୍ତରାଧିକାରୀଗଣ ଏଠା ରେ ମହା ଘୃଣ୍ଯକର୍ମ କରୁଅଛନ୍ତି। ମାତ୍ର ଏହାପ ରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣ୍ଯକର୍ମ ଦେଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ-ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି । ମାତ୍ର ଏଥି ଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଦେଖ, ସେମାନେ କ’ଣ କରୁଅଛନ୍ତି? ଆମ୍ଭେ ଯେପରି ଆପଣା ମନ୍ଦିର ଅଗଣାରୁ ଦୂରେଇ ଯିବା ପାଇଁ ଇସ୍ରାଏଲର ଉତ୍ତରାଧିକାରୀଗଣ ଏଠାରେ ମହା ଘୃଣ୍ୟକର୍ମ କରୁଅଛନ୍ତି। ମାତ୍ର ଏହା ପରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣ୍ୟକର୍ମ ଦେଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସେମାନେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁଅଛ, ଆମ୍ଭେ ଯେପରି ଆପଣା ଧର୍ମଧାମରୁ ଦୂରକୁ ଯିବା, ଏଥିପାଇଁ ଇସ୍ରାଏଲ ବଂଶ ଏଠାରେ ମହା ମହା ଘୃଣାଯୋଗ୍ୟ କର୍ମ କରୁଅଛନ୍ତି। ମାତ୍ର ଏଥିଉତ୍ତାରେ ତୁମ୍ଭେ ପୁନର୍ବାର ଅନ୍ୟ ମହା ଘୃଣାଯୋଗ୍ୟ କର୍ମମାନ ଦେଖିବ।”
Odia IRV 2017 (ଓଡିଆ ବାଇବେଲ)