Ezekiel 8:7 — Compare Translations
5 translations compared side by side
Odia - 1840
"ପୁଣି ସେ ମାେତେ ପ୍ରାଙ୍ଗଣର ଦ୍ବାର ନିକଟକୁ ଆଣିଲେ, ତହିଁରେ ମୁଁ ଦୃଷ୍ଟି କରନ୍ତେ କାନ୍ଥ ରେ ଗୋଟିଏ ଛିଦ୍ର ଥିବାର ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ଵାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ, ତହିଁରେ ମୁଁ ଦୃଷ୍ଟି କରନ୍ତେ କାନ୍ଥରେ ଗୋଟିଏ ଛିଦ୍ର ଥିବାର ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମୋତେ ପ୍ରାଙ୍ଗଣର ଦ୍ୱାର ନିକଟକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟି କରନ୍ତେ, ଦେଖ, କାନ୍ଥ ମଧ୍ୟରେ ଗୋଟିଏ ଛିଦ୍ର ଅଛି।