Ezekiel 8:9 — Compare Translations
5 translations compared side by side
Odia - 1840
"ତା'ପ ରେ ପରମେଶ୍ବର ମାେତେ କହିଲେ, ଭିତରକୁ ୟାଅ ଓ ଏଠା ରେ ସମାନେେ ଯେଉଁ ଜଘନ୍ଯ ଘୃଣ୍ଯ କର୍ମମାନ କରୁଅଛନ୍ତି ତାହା ଦେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେ ମୋତେ କହିଲେ, ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ମୋତେ କହିଲେ, “ଭିତରକୁ ଯାଅ ଓ ଏଠାରେ ସେମାନେ ଯେଉଁ ଜଘନ୍ୟ ଘୃଣ୍ୟ କର୍ମମାନ କରୁଅଛନ୍ତି ତାହା ଦେଖ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେ ମୋତେ କହିଲେ, “ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେ ମୋତେ କହିଲେ, “ଭିତରକୁ ଯାଅ, ଆଉ, ଏଠାରେ ସେମାନେ ଯେଉଁ ଯେଉଁ ଦୁଷ୍ଟ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା ଦେଖ।”