Ezekiel 9:1 — Compare Translations
5 translations compared side by side
Odia - 1840
"ତା'ପ ରେ ପରମେଶ୍ବର ଉଚ୍ଚସ୍ବର ରେ ମାେ କର୍ଣ୍ଣ ରେ କହିଲେ, ନଗରକୁ ଦଣ୍ଡ ଦବୋକୁ ନିୟୁକ୍ତ ହାଇେଥିବା ଅଧିକାରୀମାନଙ୍କୁ ଆଣ। ସମାନେେ ସମସ୍ତେ ସମାନଙ୍କେର ହସ୍ତ ରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଉଚ୍ଚସ୍ଵରରେ ମୋʼ କର୍ଣ୍ଣରେ ଏହି କଥା କହିଲେ, ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
God’s Messengers Punish Jerusalem ତା’ପରେ ପରମେଶ୍ୱର ଉଚ୍ଚସ୍ୱରରେ ମୋ’ କର୍ଣ୍ଣରେ କହିଲେ, ନଗରକୁ ଦଣ୍ଡ ଦେବାକୁ ନିଯୁକ୍ତ ହୋଇଥିବା ଅଧିକାରୀମାନଙ୍କୁ ଆଣ। ସେମାନେ ସମସ୍ତେ ସେମାନଙ୍କର ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଉଚ୍ଚସ୍ୱରରେ ମୋʼ କର୍ଣ୍ଣରେ ଏହି କଥା କହିଲେ, “ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଉଚ୍ଚସ୍ୱରରେ ମୋ’ କର୍ଣ୍ଣରେ ଏହି କଥା କହିଲେ, “ତୁମ୍ଭେମାନେ ନଗରରେ ନିଯୁକ୍ତ କର୍ମଚାରୀମାନଙ୍କୁ ନିକଟକୁ ଅଣାଅ, ପ୍ରତ୍ୟେକେ ଆପଣା ଆପଣା ହସ୍ତରେ ବିନାଶକ ଅସ୍ତ୍ର ଧରି ଆସନ୍ତୁ।”