Ezekiel 9:10 — Compare Translations

5 translations compared side by side

Odia - 1840
"ଏଣୁ ମୁଁ କରୁଣା ଦଖାଇବେି ନାହିଁ। ମୁଁ ସମାନଙ୍କେୁ ଅନୁକମ୍ପା କରିବି ନାହିଁ। ମୁଁ ସମାନଙ୍କେର କର୍ମର ପ୍ରତିଫଳ ସମାନଙ୍କେ ମସ୍ତକକୁ ଆଣିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ମୁଁ କରୁଣା ଦେଖାଇବି ନାହିଁ। ମୁଁ ସେମାନଙ୍କୁ ଅନୁକମ୍ପା କରିବି ନାହିଁ। ମୁଁ ସେମାନଙ୍କର କର୍ମର ପ୍ରତିଫଳ ସେମାନଙ୍କ ମସ୍ତକକୁ ଆଣିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”