Ezekiel 9:11 — Compare Translations

5 translations compared side by side

Odia - 1840
"ଏହାପ ରେ ସହେି ପରିହିତ ବ୍ଯକ୍ତି କାଳିଦୁଆତ ନଇେ ଫରେି ଆସିଲା ଏବଂ କହିଲା, ଆପଣଙ୍କ ଆଜ୍ଞା ଅନୁସାରେ ମୁଁ ସମସ୍ତ କାର୍ୟ୍ଯ କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ଵରେ କାଳିଘଡ଼ିଧାରୀ ସେହି ପୁରୁଷ ସମ୍ଵାଦ ଦେଇ କହିଲେ, ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେପରି କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ଶୁକ୍ଳବସ୍ତ୍ର ପରିହିତ ବ୍ୟକ୍ତି କାଳିଦୁଆତ ନେଇ ଫେରି ଆସିଲା ଏବଂ କହିଲା, “ଆପଣଙ୍କ ଆଜ୍ଞା ଅନୁସାରେ ମୁଁ ସମସ୍ତ କାର୍ଯ୍ୟ କରିଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ୱରେ କାଳୀଘଡ଼ିଧାରୀ ସେହି ପୁରୁଷ ସମ୍ବାଦ ଦେଇ କହିଲେ, “ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେହିପରି କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦେଖ, ଶୁକ୍ଳବସ୍ତ୍ର ପରିହିତ ଓ ଆପଣା ପାର୍ଶ୍ୱରେ କାଳୀଘଡ଼ିଧାରୀ ସେହି ପୁରୁଷ ସମ୍ବାଦ ଦେଇ କହିଲେ, “ଆପଣ ଆମ୍ଭକୁ ଯେପରି ଆଜ୍ଞା କଲେ, ଆମ୍ଭେ ସେହିପରି କରିଅଛୁ।”