Ezekiel 9:2 — Compare Translations

5 translations compared side by side

Odia - 1840
"ତାପ ରେ ମୁଁ ଦେଖିଲି, ଉତ୍ତର ଦିଗସ୍ଥ ଉଚ୍ଚ ଫାଟକରୁ ଛଅଜଣ ପୁରୁଷ ଆସିଲେ। ସମାନଙ୍କେର ପ୍ରେତ୍ୟକକଙ୍କର ହସ୍ତ ରେ ବିନାଶକ ଅସ୍ତ୍ର ଥିଲା ଓ ସମାନଙ୍କେର ମଧ୍ଯ ସ୍ଥାନ ରେ ଶୁକ୍ଲବସ୍ତ୍ର ପରିହିତ ଏକ ପୁରୁଷ ଥିଲା। ତାହାର ପାଶର୍‌ବ ରେ ଲେଖକର କାଳି ଦୁଆତ ଥିଲା। ଏବଂ ସମାନେେ ମନ୍ଦିର ଭିତରକୁ ଆସିଲେ ଓ ପିତ୍ତଳମଯ ୟଜ୍ଞବଦେୀର ପାଶର୍‌ବ ରେ ଠିଆ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ଵାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟ-ସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ଵରେ ଲେଖକର କାଳୀଘଡ଼ି ଥିଲା । ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ଵରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ଦେଖିଲି, ଉତ୍ତର ଦିଗସ୍ଥ ଉଚ୍ଚ ଫାଟକରୁ ଛଅଜଣ ପୁରୁଷ ଆସିଲେ। ସେମାନଙ୍କର ପ୍ରତ୍ୟେକଙ୍କର ହସ୍ତରେ ବିନାଶକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲା। ତାହାର ପାର୍ଶ୍ୱରେ ଲେଖକର କାଳି ଦୁଆତ ଥିଲା। ଏବଂ ସେମାନେ ମନ୍ଦିର ଭିତରକୁ ଆସିଲେ ଓ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)