Ezekiel 9:3 — Compare Translations

5 translations compared side by side

Odia - 1840
"ଏବଂ ଇଶ୍ରାୟେଲର ପରମେଶ୍ବରଙ୍କ ମହିମା ଯେଉଁ କିରୁବର ଉପ ରେ ଥିଲା, ତାହା ତାହାଠାରୁ ଉଠି ମନ୍ଦିରର ଦ୍ବାର ନିକଟକୁ ୟାଇଥିଲା। ତା'ପ ରେ ସେ ସହେି ଶୁକ୍ଲବସ୍ତ୍ର ପରିହିତ ଓ ପାଶର୍‌ବ ରେ ଲେଖକର କାଳିଘଡ଼ିଧାରୀ ପୁରୁଷକୁ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଇସ୍ରାଏଲର ପରମେଶ୍ଵରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ତି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ଵରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଇସ୍ରାଏଲର ପରମେଶ୍ୱରଙ୍କ ମହିମା ଯେଉଁ କିରୁବର ଉପରେ ଥିଲା, ତାହା ତାହାଠାରୁ ଉଠି ମନ୍ଦିରର ଦ୍ୱାର ନିକଟକୁ ଯାଇଥିଲା। ତା’ପରେ ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳିଘଡ଼ିଧାରୀ ପୁରୁଷକୁ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ଡି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଯେଉଁ କିରୂବର ଉପରେ ଥିଲା, ତାହା ତାହାଠାରୁ ଉଠି ଗୃହର ଏରୁଣ୍ଡି ନିକଟକୁ ଯାଇଥିଲା; ଆଉ, ସେ ସେହି ଶୁକ୍ଳବସ୍ତ୍ର ପରିହିତ ଓ ପାର୍ଶ୍ୱରେ ଲେଖକର କାଳୀଘଡ଼ିଧାରୀ ପୁରୁଷକୁ ଡାକିଲେ।