Ezekiel 9:4 — Compare Translations

5 translations compared side by side

Odia - 1840
"ତା'ପ ରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ୟିରୁଶାଲମ ନଗର ମଧ୍ଯ ଦଇେ ୟାଅ ଓ ସହର ରେ ଘଟିଥିବା ଘୃଣ୍ଯ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥା ରେ ଦାଗ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ଵାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଯିରୁଶାଲମ ନଗର ମଧ୍ୟଦେଇ ଯାଅ ଓ ସହରରେ ଘଟିଥିବା ଘୃଣ୍ୟ କୃତ କର୍ମ ପାଇଁ ଅନୁତପ୍ତ ଓ ଦୁଃଖ କରୁଥିବା ଲୋକମାନଙ୍କ ମଥାରେ ଦାଗ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟଦେଇ, ଯିରୂଶାଲମର ମଧ୍ୟଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”